Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ ଦୈନିକ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୨,୧୦୬୨୪୪ ଛୁଇଁଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୨ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ୨୪ ଟି ଜିଲ୍ଲା ଓ ଷ୍ଟେଟ ପୁଲ୍ ରୁ ଆକ୍ରାନ୍ତ ଚିହ୍ନଟ କରାଯାଇଛି ।

Show More

Related Articles

Back to top button