Breaking PLUSଓଡ଼ିଶାମୁଖ୍ୟ ଖବର

କରୋନାରେ ଲାଗୁଛି ବ୍ରେକ୍, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୭୩ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ ଦିନକୁ ହ୍ରାସ ପାଉଛି କରୋନା ସଂକ୍ରମିତ ରୋଗୀ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୭୩ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ୧୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଦିନକୁ ହ୍ରାସ ପାଉଛି କରୋନା ସଂକ୍ରମିତ ରୋଗୀ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୭୩ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୫୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ୧୧୧୯ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ଆକ୍ରାନ୍ତଙ୍କ ସଂଖ୍ୟାକ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୩୮୦୦୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨,୩୮,୦୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦,୬୧୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨,୦୬,୪୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୫,୨୪,୨୪୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button