Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୩ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କମିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ଘଣ୍ଟାରେ ସାରା ରାଜ୍ୟରେ ଆଉ ୩ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ । ମୃତକଙ୍କ ଭିତରେ ଅଛନ୍ତି ଦୁଇ ଜଣ ପୁରୁଷ ଓ ଜଣେ ମହିଳା । କଳାହାଣ୍ଡି ଜିଲ୍ଲାରେ ଜଣେ ୨୦ବର୍ଷୀ ଯୁବତୀ କରୋନାରେ ଆଖି ବୁଜିଛନ୍ତି । ସେ ହେପାଟାଇଟିସ୍ ରୋଗରେ ଆକ୍ରାନ୍ତ ଥିଲେ ।

ସୁନ୍ଦରଗଡ଼ ଜିଲ୍ଲାରେ ଜଣେ ୪୩ବର୍ଷୀୟ ଓ ଜଣେ ୪୫ ବର୍ଷୀୟ ଯୁବକଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧ହଜାର ୮୩୯କୁ ବୃଦ୍ଧି ପାଇଛି ।

Tags
Show More

Related Articles

Back to top button
Close