Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 3 ଜଣ ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 3 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1853କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ 3 ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା 1853କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ବର, ଢେଙ୍କାନାଳ, ବାଲେଶ୍ବର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

ଭୁବନେଶ୍ବରରୁ 70 ବର୍ଷୀୟା ମହିଳା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ବାଲେଶ୍ବରରୁ 55 ବର୍ଷୀୟ ପୁରୁଷ, ଢେଙ୍କାନାଳରୁ 47 ବର୍ଷୀୟ ପୁରୁଷ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Show More

Related Articles

Back to top button