Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୩ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି ।

ରାଜ୍ୟରେ ନିୟନ୍ତ୍ରଣକୁ ଆସିଛି ଦୈନିକ କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩ ଜଣ ସଂକ୍ରମିତ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଦୁଇ ଜଣ ପୁରୁଷ ଓ ଜଣେ ମହିଳା ମୃତ୍ୟୁବରଣ କରିଛନ୍ତି । ଜଗତସିଂହପୁର ଜିଲ୍ଲାରୁ ଜଣେ ୮୨ବର୍ଷୀୟ କରୋନା ସଂକ୍ରମିତ ବୃଦ୍ଧ ପ୍ରାଣ ହରାଇଛନ୍ତି ।ସେହିପରି ପୁରୀ ଜିଲ୍ଲାରେ ଜଣେ ୭୮ବର୍ଷୀୟ ମହିଳା ଆଖି ବୁଜିଛନ୍ତି । ନୂଆପଡ଼ାରେ ଜଣେ ୭୫ବର୍ଷୀୟ ବୃଦ୍ଧଙ୍କ ଜୀବନ ନେଇଛି ମହାମାରୀ । ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୮ଶହ ୩୨କୁ ବୃଦ୍ଧି ପାଇଛି ।

Show More

Related Articles

Back to top button