Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ହ୍ରାସ ପାଇଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୯୩ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ ଜଣ ବୃଦ୍ଧି ପାଇଛି।

ରାଜ୍ୟରେ ହ୍ରାସ ପାଇଛି ଦୈନିକ ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୩୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୮ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୯୩ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୮୦ ହଜାର ୫୩୩ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮ ଲକ୍ଷ ୮୦ ହଜାର ୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୬୩୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୪୦୨୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୩୧୫୬୧୯୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button