Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 356 ଜଣ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୬ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୧୯୯ ଜଣ ଓ ୧୫୭ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତିକର ଖବର । ଦିନକୁ ଦିନ କୋରନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୫୬ କୋରନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ କ୍ୱାରେନଟାଇନରୁ ୧୯୯ ଜଣ ଓ ୧୫୭ ଜଣ ସ୍ଥାନୀୟ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧ ହୋଇଥିଲା ବେଳେ ସୁସ୍ଥ ହୋଇଛନ୍ତି ୩୨୦୯୪୭ ଜଣ । ତେବେ ୩୦୨୯ ଜଣ ଏବେ ଚିକିତ୍ସିତ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସଂମ୍ପର୍କ ତରଫରୁ ସୂଚନା ମିଳିଛି ।

Show More

Related Articles

Back to top button