Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କରୋନା ସ୍ଥିତି ଅସମ୍ଭାଳ, ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୪୫ ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ମଙ୍ଗଳବାର ରାଜ୍ୟରେ ଆଉ ୩୬୪୫ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି। ସେମାନଙ୍କ ମଧ୍ୟରୁ ୨୧୫୧ କ୍ୱାରେଣ୍ଟାଇନ ସେଣ୍ଟରର ଓ ୧୪୯୪ଟି ହେଉଛି ଲୋକାଲ୍ କେସ୍‌

ମଙ୍ଗଳବାର ରାଜ୍ୟରେ ଆଉ ୩୬୪୫ ନୂଆ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି। ସେମାନଙ୍କ ମଧ୍ୟରୁ ୨୧୫୧ କ୍ୱାରେଣ୍ଟାଇନ ସେଣ୍ଟରର ଓ ୧୪୯୪ଟି ହେଉଛି ଲୋକାଲ୍ କେସ୍‌ । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୫୧୭ ଜଣ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୫୮୬୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୫୯୨୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୨୦୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୧୬୪୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Show More

Related Articles

Back to top button