Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ସଂକ୍ରମଣ କମିଛି କିନ୍ତୁ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ। ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି।

ସଂକ୍ରମଣ କମିଛି କିନ୍ତୁ ବେକାବୁ ହେଉଛି କୋଭିଡ୍‌ ମୃତ୍ୟୁ। ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୮୬୮ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସଂପୃକ୍ତ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା,ବାଲେଶ୍ବର, କଳାହାଣ୍ଡି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button