Breaking PLUSଓଡ଼ିଶାମୁଖ୍ୟ ଖବର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧୮୦ ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ
ରାଜ୍ୟରେ ଗୋଟିଏ ଦିନରେ ୪୧୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।

ରାଜ୍ୟରେ ଗୋଟିଏ ଦିନରେ ୪୧୮୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୧୩୪୧ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।
ରାଜ୍ୟରେ ବର୍ତମାନ ସୁଦ୍ଧା ୧୩୩୪୬୬ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ସକ୍ରିୟ ମାମଲା ୩୭୧୪୦ ରହିଛି ।
ଆଜି ଚିହ୍ନଟ ହୋଇଥିବା ୪୧୮୦ ଜଣଙ୍କ ମଧ୍ୟରୁ ୨୪୬୬ ଜଣ ସଂଗରୋଧରୁ ହୋଇଥିବା ବେଳେ ୧୭୧୪ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି