Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ବେକାବୁ କରୋନା ସ୍ଥିତି, ଆଜି ପୁଣି ୪୨୦୯ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାକୁ ଲାଗିଲାଣି । ଆଜି ମଧ୍ୟ ରାଜ୍ୟରେ ୪୨୦୯ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି

ରାଜ୍ୟରେ କରୋନା ସ୍ଥିତି ଦିନକୁ ଦିନ ଅସମ୍ଭାଳ ହେବାକୁ ଲାଗିଲାଣି । ଆଜି ମଧ୍ୟ ରାଜ୍ୟରେ ୪୨୦୯ ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭୬୮ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୭୫,୫୫୦ରେ ପହଁଚିଛି । ଏମାନଙ୍କ ୧,୩୭,୫୬୭ ସୁସ୍ଥ ହୋଇ ସାରିଥିବା ବେଳେ, ବିଭିନ୍ନ କୋଭିଡ୍ ହସ୍ପିଟାଲରେ ୩୭,୨୩୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୬୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Show More

Related Articles

Back to top button