Breaking PLUSଓଡ଼ିଶାମୁଖ୍ୟ ଖବର

ନିୟନ୍ତ୍ରଣ ବାହାରେ କରୋନା ସ୍ଥିତି, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୨୪୨ ଜଣ କରୋନା ରୋଗୀ ଚିହ୍ନଟ

ଦିନକରେ ଓଡ଼ିଶାରେ ୪,୨୪୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନୂଆ ୪,୨୪୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧,୭୩୯ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି

ଦିନକରେ ଓଡ଼ିଶାରେ ୪,୨୪୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନୂଆ ୪,୨୪୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧,୭୩୯ ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ରେ ପହଞ୍ଚିଛି।

Show More

Related Articles

Back to top button