Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ରେକର୍ଡ 4,270 ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ଆଜି ରାଜ୍ୟରେ 4,270 ଜଣ ନୂତନ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ 2478 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ

ରାଜ୍ୟରେ ଦିନକୁ ଦିନ ଅସମ୍ଭାଳ ହେଲାଣି ମହାମାରୀ କରୋନା ସ୍ଥିତି । ଆଜି ରାଜ୍ୟରେ 4,270 ଜଣ ନୂତନ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ 2478 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 1792 ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଭାବେ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 1 ଲକ୍ଷ 62ହଜାର920 ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 36 ହଜାର473ଜଣ । ସେହିପରି ସୁସ୍ଥ ହୋଇଛନ୍ତି 1 ଲକ୍ଷ 25ହଜାର 738ଜଣ।

Show More

Related Articles

Back to top button