Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ୬୬ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ରାଜ୍ୟରେ କରୋନାକୁ ବର୍ଷେ ପୁରିଛି । ଏବେବି ଲୋକଙ୍କ ମନରୁ ଯାଇନି କୋଭିଡ଼ ଭୟ । ତେବେ ଏସବୁ ଭିତରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।

ରାଜ୍ୟରେ କରୋନାକୁ ବର୍ଷେ ପୁରିଛି । ଏବେବି ଲୋକଙ୍କ ମନରୁ ଯାଇନି କୋଭିଡ଼ ଭୟ । ତେବେ ଏସବୁ ଭିତରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୨୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Show More

Related Articles

Back to top button