Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୮ ଜଣ ସଂକ୍ରମିତଙ୍କର ମୁଣ୍ଡ ଗଡାଇଲା କରୋନା

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଦୈନିକ ପ୍ରାୟ ୩ ହଜାରରୁ ଉର୍ଦ୍ଧ୍ବ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦଶରୁ ଅଧିକ ରହୁଛି । ଆଜି ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି ।

ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବୌଦ୍ଧ, କନ୍ଧମାଳ, ରାୟଗଡା, ସମ୍ବଲପୁର, ସୁବର୍ଣ୍ଣପୁରରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

Show More

Related Articles

Back to top button