Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୮୩୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୬୫୫ ଲୋକାଲ କଣ୍ଟାକ୍ଟ ଥିବାବେଳେ ୩୬୫୮ କ୍ୱାରେଣ୍ଟିନେର ଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ରାଜ୍ୟରେ ୨୪ ଘଣ୍ଟାରେ ୮୩୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୬୫୫ ଲୋକାଲ କଣ୍ଟାକ୍ଟ ଥିବାବେଳେ ୩୬୫୮ କ୍ୱାରେଣ୍ଟିନେର ଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଜିଲ୍ଲାରୁ ୯୭୪ ଜଣ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଅନୁଗୁଳରୁ ୫୦୫, ବାଲେଶ୍ୱରରୁ ୪୫୨, ବରଗଡରୁ ୨୭୯, ଭଦ୍ରକରୁ ୧୧୭, ବଲାଙ୍ଗୀରରୁ ୧୧୯, ବୌଦ୍ଧରୁ ୨୦୯, କଟକରୁ ୫୯୩, ଦବଗଡରୁ ୫୫, ଢେଙ୍କାନାଳରୁ ୪୦୭, ଗଜପତି ୫୪, ଗଞ୍ଜାମର ୧୨୯, ଜଗତସିଂହପୁରରୁ ୨୮୦, ଜାଜପୁରରୁ ୩୫୪, ଝାରସୁଗୁଡାରୁ ୧୧୧, କଳାହାଣ୍ଡିରୁ ୧୬୨, କନ୍ଧମାଳରୁ ୯୦, କେନ୍ଦ୍ରାପଡାରୁ ୩୩୧, କେନ୍ଦୁଝରରୁ ୧୮୦, କୋରାପୁଟରୁ ୧୯୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ସେହିପରି ମାଲକାନଗିରିରୁ ୧୦୩ ଜଣ ରୋଗୀ ଚିହ୍ନଟ ହାଇଥିବାବେଳେ ମୟୂରଭଞ୍ଜରୁ ୫୩୨, ନବରଙ୍ଗପୁରରୁ ୨୦୫, ନୟାଗଡରୁ ୨୮୩, ନୂଆପଡ଼ାରୁ ୫୩, ପୁରୀରୁ ୪୦୫, ରାୟଗଡ଼ାରୁ ୧୪୮, ସମ୍ବଲପୁରରୁ ୨୦୪, ସୋନପୁରରୁ ୧୨୩, ସୁନ୍ଦରଗଡ଼ରୁ ୪୬୫ ଏବଂ ଷ୍ଟେଟପୁଲ୍‌ରୁ ବାହାରିଛନ୍ତି ୧୬୨ ଜଣ ଆକ୍ରାନ୍ତ।

Show More

Related Articles

Back to top button