Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୯ ଜଣ ସଂକ୍ରମିତଙ୍କ ଜୀବନ ନେଲା କରୋନା

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ମୟୂରଭଞ୍ଜ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button