Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୯ ଜଣ ରୋଗୀଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଆଜି ଆଉ ୯ ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା । ଦିନକୁ ଦିନ ଯେଉଁଭଳି ଭାବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି ଠିକ୍‌ ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି

ରାଜ୍ୟରେ ଆଜି ଆଉ ୯ ଜଣ କରୋନା ଆକ୍ରାନ୍ତ ରୋଗୀଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା । ଦିନକୁ ଦିନ ଯେଉଁଭଳି ଭାବରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି ଠିକ୍‌ ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି । ଆଜି ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ, ରାୟଗଡ଼ା, ଗଜପତି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୯୧ ହୋଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button