Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା

ରାଜ୍ୟରେ କ୍ରମାଗତ ଭାବେ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ହେଲେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ କିନ୍ତୁ ବ୍ରେକ ଲାଗୁନି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଆଜିର ମୃତ୍ୟୁସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଛି ।

୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Show More

Related Articles

Back to top button