Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଗୃହରେ ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଧାନସଭାର ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅବସରରେ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ପରଲୋକରେ ଶୋକ ପ୍ରସ୍ତାବ ଆଗତ କରାଯାଇଥିଲା । ଅନ୍ୟ ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ମଧ୍ୟ ଶୋକ ପ୍ରସ୍ତାବ ଆଗତ ହୋଇଥିଲା ।

Show More

Related Articles

Back to top button