ଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଆରମ୍ଭ ହୋଇଛି ଅଲିଭ୍‌ ରିଡଲେଙ୍କ ପ୍ରଜନନ ପ୍ରକ୍ରିୟା, ବିଭିନ୍ନ ମୁହାଣରେ ଲାଗିଲା କଟକଣା

ପାରାଦୀପ : ଅଲିଭ୍‌ ରିଡଲେ କଇଁଛଙ୍କ ପ୍ରଜନନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିପାଇଁ ନଭେମ୍ବର ୧ରୁ ମେ’୩୧ ତାରିଖ ଯାଏ ବିଭିନ୍ନ ମୁହାଣରେ ମାଛଧରା ଉପରେ କଟକଣା ଲାଗୁ କରାଯାଇଛି। ଏହି ନିୟମ ଭାଙ୍ଗିଲେ ଜେଲ ଓ ଜରିମାନା କରାଯିବ ବୋଲି ନୋଟିସ ଜାରି କରାଯାଇଛି। ପ୍ରତିବର୍ଷ ଓଡ଼ିଶାର ଦେବୀ ମୁହାଣ, ଧାମରା ଓ ଋଷିକୁଲ୍ୟା ମୁହାଣରେ କଇଁଛମାନେ ଅଣ୍ଡା ଦେବାକୁ ଆସିଥାନ୍ତି। କଇଁଛଙ୍କ ସୁରକ୍ଷା ଦୃଷ୍ଟିରୁ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି।

Show More

Related Articles

Back to top button