Breaking PLUSଦେଶମୁଖ୍ୟ ଖବର
ପାକିସ୍ତାନର ଗୁଳିରେ ମୃତ୍ୟୁବରଣ କରିଥିବା ପରିବାରକୁ ମିଳିବ 10ଲକ୍ଷ

ପାକିସ୍ତାନର ଗୁଳିମାଡରେ ପ୍ରାଣ ହରାଇଥିବା ସାଧାରଣ ନାଗରିକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା । ସୀମାବର୍ତ୍ତୀ ଅଞ୍ଚଳରେ ପାକିସ୍ତାନ ସେନାର ଗୁଳିରେ ଜୀବନ ହରାଇଥିବା ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ଜାମ୍ମୁ କାଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦ୍ଦୁଲା ।