Breaking PLUSଓଡ଼ିଶାମୁଖ୍ୟ ଖବର
ଭୁବନେଶ୍ୱରରେ ଜଣେ କୋଭିଡ ଚିହ୍ନଟ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ବୋଲି ଜଣାପଡିଛି । କରୋନାକୁ ନେଇ ବ୍ୟସ୍ତ ନ ହେବାକୁ ପରାମର୍ଶ ଦେଲେ ସ୍ୱାସ୍ଥ୍ୟ ସଚିବ ।
ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ବୟସ ୭୫ ହେବ । ସେ ଦିଲୀ ହରିଦ୍ଵାରରୁ କିଛି ଦିନ ପୂର୍ବରୁ ଫେରିଛନ୍ତି ।