Breaking PLUSଓଡ଼ିଶାମୁଖ୍ୟ ଖବର
କଟକ ଏସ୍ସିବିରେ ଅକ୍ସିଜେନ ପାଇପ୍ ଲିକ୍ କାରଣରୁ ବନ୍ଦ ରହିଲା ଓପନ ହାର୍ଟ ସର୍ଜରୀ
ବଡ଼ ମେଡିକାଲର କାର୍ଡିଓଥୋରାସିସ ବିଭାଗରେ ଅକ୍ସିଜେନ ପାଇପ୍ ଲିକ୍ କାରଣରୁ କଟକ ଏସ୍ସିବିରେ ଓପନ ହାର୍ଟ ସର୍ଜରୀ ବନ୍ଦ ହୋଇଛି। ସ୍ଥିତି ସ୍ୱଭାବିକ ହେବା ପର୍ଯ୍ୟନ୍ତ ଓପନ ହାର୍ଟ ସର୍ଜରୀ ବନ୍ଦ ରହିବ। ଲିକ୍ କାରଣରୁ ଅକ୍ସିଜେନ ପ୍ଲାଣ୍ଟକୁ ବନ୍ଦ କରି ଦିଆଯାଇଛି।

ଗୁରୁତର ରୋଗୀଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି। ଏସ୍ସିବି ମେଡିକାଲ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।ଶେଷଥର ପାଇଁ ଏଠାରେ ୨୦୧୯ ମେ ମାସରେ ସର୍ଜରୀ ହୋଇଥିଲା।