Breaking PLUSଓଡ଼ିଶାମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଓପିଏଚଡବ୍ଲ୍ୟୁସି ଡିଜିଏମ

ଭିଜିଲାନ୍ସ ଜାଲରେ  ଓପିଏଚଡବ୍ଲ୍ୟୁସି(ଓଡ଼ିଶା ଷ୍ଟେଟ ପୁଲିସ ହାଉସିଂ ଆଣ୍ଡ ଓ୍ବେଲଫେୟାର କର୍ପୋରେସନ) ବ୍ରହ୍ମପୁର ଡିଭିଜନର ଡିଜିଏମ । ଡେପୁଟି ଜେନେରାଲ ମ୍ୟାନେଜର ସୁବାସ ଚନ୍ଦ୍ର ପଣ୍ଡାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ଭୁବନେଶ୍ଵର ଏବଂ ବ୍ରହ୍ମପୁର ସମେତ ୪ଟି ସ୍ଥାନରେ ଭିଜିଲାନ୍ସର ଏକାଧିକ ଟିମ ଏକକାଳୀନ ଚଢ଼ାଉ କରୁଛନ୍ତି। ଭୁବନେଶ୍ଵରସ୍ଥିତ ତାଙ୍କ ବାସଭବନ ଏବଂ ପୈତୃକ ଘରେ ଚଢ଼ାଉ କରାଯାଉଛି।

Show More

Related Articles

Back to top button