Breaking PLUSଓଡ଼ିଶାମୁଖ୍ୟ ଖବର

ଗଞ୍ଜାମ ପରେ ଆଜି ୪ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର- ଗଞ୍ଜାମ ପରେ ଆଜି ୪ ଜିଲ୍ଲା ଗସ୍ତରେ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଆଜି ପୁରୀ , କଟକ , କେନ୍ଦ୍ରାପଡା ଓ ଜଗସିଂହପୁର ଜିଲ୍ଲା ଗସ୍ତ କରି କ୍ଷତିଗ୍ରସ୍ତ ଚାଷ ଅଞ୍ଚଳ ବୁଲି ଦେଖିବେ। ଏହାସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ ଏବଂ ସମ୍ପୃକ୍ତ ଅଧିକାରୀ ମାନଙ୍କ ସହ ଫସଲ ପରିସ୍ଥିତି ସମ୍ପର୍କରେ ଆଲୋଚନା କରିବେ। ସୋମବାର ଶ୍ରୀ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଯାଇ ବିଭିନ୍ନ ବ୍ଲକର ଫସଲ କ୍ଷୟକ୍ଷତି ଅନୁଧ୍ୟାନ ଅବସରରେ ଚାଷୀଙ୍କ ସହିତ ଆଲୋଚନା କରିଥିଲେ ।

Show More

Related Articles

Back to top button