Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ଲୋକସେବା ଆୟୋଗର ସୂଚନା, ଘୋଷଣା ହେଲା ଓଡ଼ିଶା ପ୍ରଶାସନିକ ସେବା ପ୍ରିଲିମ୍‌ ପରୀକ୍ଷା ତାରିଖ

ଓଡ଼ିଶା ପ୍ରଶାସନିକ ସେବାର ପ୍ରିଲିମ୍‌ ପରୀକ୍ଷା ପାଇଁ ଘୋଷଣା ହେଲା ତିରଖ ।

ଅକ୍ଟୋବର ୧୬ ତାରିଖରେ ପରୀକ୍ଷା ନେଇ ସୂଚନା ଦେଇଛି ଓଡ଼ିଶା ଲୋକ ସେବା ଆୟୋଗ ବା ଓପିଏସ୍‌ସି । ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଜ୍ଞାପନର ପରୀକ୍ଷା ହେବ ।

ଅକ୍ଟୋବର ୧୬ ରବିବାର ଦିନ ଏହି ପରୀକ୍ଷା ହେବା ସହ ପରୀକ୍ଷା ସଂପର୍କୀୟ ସବିଶେଷ ବିବରଣୀ ଓପିଏସ୍‌ସି ୱେବ୍‌ସାଇଟ୍‌ରୁ ମିଳିପାରିବ ବୋଲି କୁହାଯାଇଛି । ୱେବ୍‌ସାଇଟ୍‌ରେ ପରବର୍ତ୍ତୀ ସମୟରେ ବିସ୍ତୃତ ବିବରଣୀ ପ୍ରକାଶ କରାଯିବ ।

Show More

Related Articles

Back to top button