Breaking PLUSଓଡ଼ିଶାମୁଖ୍ୟ ଖବର

ବର୍ଷା ନେଇ 5 ଜିଲ୍ଲାକୁ ଅରେଂଜ ଆଲର୍ଟ

ଭୁବନେଶ୍ୱର-ତାତିରେ ଲାଗିଲା ବ୍ରେକ । ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ସକାଳୁ ଝିପଝିପ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ୫ ଜିଲ୍ଲାକୁ ଅରେଞ୍ଜ ଓ ୧୮ ଜିଲ୍ଳାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଘଡଘଡି ସହ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ବାରଣ କରାଯାଇଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button