Breaking PLUSଓଡ଼ିଶାମୁଖ୍ୟ ଖବର
କାଲି ପର୍ଯ୍ୟନ୍ତ ୧୨ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ୍, ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର- କାଲି ପର୍ଯ୍ୟନ୍ତ ୧୨ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ୍, ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଜିଲ୍ଲାକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଛି । ଅନୁଗୁଳ, ଢେଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ୍ ୱାର୍ଣ୍ଣିଂ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ୪୦ରୁ ୫୦ କିମି ପବନ ବହିବ । ୟେଲୋ ୱାର୍ଣ୍ଣିଂ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସହ ୩୦ରୁ ୪୦ କିମି ପବନ -ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସ୍ଆର୍ସି ।