Breaking PLUSଓଡ଼ିଶାମୁଖ୍ୟ ଖବର

ଡିସେମ୍ୱର ୧୫ ସୁଦ୍ଧା ଶେଷ କର ସମସ୍ତ ଓକିଲ ସଂଘ ନିର୍ବାଚନ

ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି

ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ପାଇଁ ହାଇକୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ନିର୍ବାଚନ ପାଇଁ ନଭେମ୍ବର ଶେଷ ସୁଦ୍ଧା ବିଜ୍ଞପ୍ତି ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏପରିକି ଡିସେମ୍ବର ୧୫ ସୁଦ୍ଧା ନିର୍ବାଚନ ଶେଷ କରିବା ସହ ଫଳାଫଳ ଘୋଷଣା କରିବାକୁ ମାନ୍ୟବର ହାଇକୋର୍ଟ କହିଛନ୍ତି । ଏନେଇ ରାଜ୍ୟ ବାର କାଉନସିଲକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ରାଜ୍ୟର ସବୁ ଓକିଲ ସଂଘ ନିର୍ବାଚନ ପାଇଁ ଦୁଇ ଥର ଘୋଷଣା ସତ୍ତ୍ୱେ କରୋନା ପାଇଁ ନିର୍ବାଚନ ବନ୍ଦ ଥିଲା ।

Show More

Related Articles

Back to top button