Breaking PLUSଓଡ଼ିଶାମୁଖ୍ୟ ଖବର

ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ

କେନ୍ଦୁଝର: ଓଡିଶାର ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ପୁଣି ଅସୁସ୍ଥ ହୋଇପଡିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଆଜି ସକାଳେ ହଟାତ ତାଙ୍କ ଦେହ ହାତ ବିନ୍ଧିବା ସହ ଅତ୍ୟଧିକ ଦୁର୍ବଳ ହୋଇ ପଡ଼ିଥିଲେ। ଗତକାଲି ଅତ୍ୟଧିକ ଗରମ ଅନୁଭୂତ ହେଉଥିଲା । ସକାଳୁ ମଧ୍ୟ ଅତ୍ୟଧିକ ଦୁର୍ବଳ ହେବାରୁ ଘର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button