Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣ୍ଡିଆନଙ୍କ ଖୋଲା ଚ୍ୟାଲେଞ୍ଜ

ଭୁବନେଶ୍ୱର- ନିର୍ବାଚନୀ ସଭାରେ ବଡ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶୁକ୍ରବାର ଏକ ସମାବେଶକୁ ସମ୍ବୋଧନ ସମୟରେ ନାଁ ନ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ”ଯଦି ଆସନ୍ତା ଜୁନ୍ ୯ ରେ ୭୫% ସଂଖ୍ୟାଗରିଷ୍ଠତା ସହିତ ଆମ ମୁଖ୍ୟମନ୍ତ୍ରୀ ପୁଣିଥରେ ଶପଥ ଗ୍ରହଣ କରିବେ ନାହିଁ ତେବେ ମୁଁ ରାଜନୀତିରୁ ସନ୍ୟାସ ନେଇଯିବି”।

Show More

Related Articles

Leave a Reply

Your email address will not be published. Required fields are marked *

Back to top button