Breaking PLUSଓଡ଼ିଶାମୁଖ୍ୟ ଖବର

ଜାଡରେ ଥରୁଛି ଓଡିଶା

ରାଜ୍ୟରେ ଦିନକୁ ଦିନ ବଢୁଛି ଶୀତ । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରାୟ ସବୁ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ମଧ୍ୟରେ ରହିଥିଲା

ରାଜ୍ୟରେ ଦିନକୁ ଦିନ ବଢୁଛି ଶୀତ । ଗତ ୨୪ ଘଣ୍ଟା ମଧ୍ୟରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରାୟ ସବୁ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୨ରୁ ୧୪ ଡିଗ୍ରୀ ମଧ୍ୟରେ ରହିଥିଲା । ହେଲେ ଉପକୂଳ ଓଡିଶାରେ ସର୍ବନିମ୍ନ ତାପମାତ୍ରା ୧୬ରୁ ୧୯ ଡିଗ୍ରୀ ମଧ୍ୟରେ ଥିଲା ।

ଆସନ୍ତା ୫ ଦିନ ପାଇଁ ଓଡିଶାର ସମସ୍ତ ଜିଲ୍ଲାର ପାଗ ମୁଖ୍ୟତ ଶୁଖିଲା ରହିବ । କଳାହାଣ୍ଡି, କନ୍ଧମାଳ, ରାୟଗଡା, ବୌଦ୍ଧ, ସୋନପୁର, କୋରାପୁଟ, ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର କୁହୁଡି ହେବା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button