Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ହେବ। ଏଥିପାଇଁ ମାର୍ଚ୍ଚ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ରେ ରଖାଯାଇଛି। ମାର୍ଚ୍ଚ ୩୧ରେ ନାମାଙ୍କନଗୁଡ଼ିକ ଯାଞ୍ଚ ହେବ ଓ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩ ତାରିଖ ରଖାଯାଇଛି।

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ ହେବ। ଏଥିପାଇଁ ମାର୍ଚ୍ଚ ୨୩ରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ ଦାଖଲର ଶେଷ ତାରିଖ ମାର୍ଚ୍ଚ ୩୦ରେ ରଖାଯାଇଛି। ମାର୍ଚ୍ଚ ୩୧ରେ ନାମାଙ୍କନଗୁଡ଼ିକ ଯାଞ୍ଚ ହେବ ଓ ପ୍ରତ୍ୟାହାରର ଶେଷ ତାରିଖ ଏପ୍ରିଲ ୩ ତାରିଖ ରଖାଯାଇଛି। ମେ’ ୨ ତାରିଖରେ ଭୋଟ ଗଣତି ସହ ଫଳାଫଳ ମଧ୍ୟ ପ୍ରକାଶ ପାଇବ। ସୂଚନାଯୋଗ୍ୟ ଯେ ୨୦୨୦ ଅକ୍ଟୋବର ୪ ତାରିଖରେ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ପିପିଲିରେ ଉପନିର୍ବାଚନ ହେଉଛି। ସେପଟେ ପିପିଲି ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇସାରିଲାଣି।

Show More

Related Articles

Back to top button