Breaking PLUSଓଡ଼ିଶାମୁଖ୍ୟ ଖବର

ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମନା

ଭୁବନେଶ୍ୱର, 15 ଡିସେମ୍ବର – ପ୍ଲାଷ୍ଟିକ ମୁକ୍ତ ହେବ ଶ୍ରୀମନ୍ଦିର । ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମନା । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି । ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍, କାଠ ବା ବାଉଁଶରେ ନିର୍ମିତ ଚାଙ୍ଗୁଡିରେ ଫୁଲ ଓ ଭୋଗ ନେବାକୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ ରଞ୍ଜନ୍ ଦାସ।

Show More

Related Articles

Back to top button