Breaking PLUSଓଡ଼ିଶାମୁଖ୍ୟ ଖବର
ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ୍ ପଞ୍ଜୀକରଣ

ଭୁବନେଶ୍ୱର- ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ୍ ପଞ୍ଜୀକରଣ। ଏ ନେଇ ରାଜସ୍ବ ବିଭାଗକୁ ଡ୍ରାଫ୍ଟ ଦେଇଛି ନଗର ଉନ୍ନୟନ ବିଭାଗ। ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଶ କରି ଏପ୍ରିଲରୁ କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ହୋଇଛି। ଏ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।