Breaking PLUSଦେଶମୁଖ୍ୟ ଖବରଶିକ୍ଷା

ଏପ୍ରିଲ ୨୮ରୁ ଆରମ୍ଭ ଯୁକ୍ତ୨ ପରୀକ୍ଷା

କଳା ଓ ବାଣିଜ୍ୟ ପରୀକ୍ଷା ଏପ୍ରିଲ ୨୮ ତାରିଖ ଠାରୁ ଆରମ୍ଭ ହେବ । 

ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ଦ୍ୱାରା ପରିଚାଳିତ ଏପ୍ରିଲ ୨୮ରୁ ଆରମ୍ଭ ଯୁକ୍ତ ୨ ବାର୍ଷିକ ପରୀକ୍ଷା । କଳା, ବିଜ୍ଞାନ ଓ ବାଣିଜ୍ୟରେ ପଢୁଥିବା ୨ୟ ବର୍ଷର ରେଗୁଲାର ଓ ଏକ୍ସରେଗୁଲାର ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେଇପାରିବେ । କଳା ଓ ବାଣିଜ୍ୟ ପରୀକ୍ଷା ଏପ୍ରିଲ ୨୮ ତାରିଖ ଠାରୁ ଆରମ୍ଭ ହେବ ।  ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ । ଏହା ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ଯାଏଁ ଚାଲିବ । ବିଜ୍ଞାନ ଓ ଭୋକେସନାଲ ପରୀକ୍ଷା ମେ’ ମାସ ୯ ତାରିଖ ଠାରୁ ଆରମ୍ଭ ହେବ । ବିଜ୍ଞାନ ଛାତ୍ରଛାତ୍ରୀମାନେ ପୂର୍ବାହ୍ନ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଓ ଭୋକେସନାଲ ଛାତ୍ରଛାତ୍ରୀମାନେ ସକାଳ ୯ଟାରୁ ସାଢ଼େ ୧୧ଟା ପର୍ଯ୍ୟନ୍ତ ପରୀକ୍ଷା ଦେବେ ।

Show More

Related Articles

Back to top button