Breaking PLUSଓଡ଼ିଶାମୁଖ୍ୟ ଖବର

ବଢ଼ିଲା +୩ ପାଇଁ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର- ବଢ଼ିଲା +୩ ପାଇଁ ନାମଲେଖା ଆବେଦନ ଅବଧି । ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ କଥାହେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା ହୋଇଛି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିଶ୍ରୁତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button