Breaking PLUSଓଡ଼ିଶାମୁଖ୍ୟ ଖବର

ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର- ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ରେଜଲ୍ଟ  । ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା  । ‘ଆଉ ବିଳମ୍ବ ହେବନି, ପିଲାମାନେ ବ୍ୟସ୍ତ ହୁଅନ୍ତୁ ନାହିଁ’  । ‘ଯେହେତୁ ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ’  ।’ଉଚ୍ଚଶିକ୍ଷା ବିଭାଗକୁ ସମୟସୀମା ବୃଦ୍ଧି ପାଇଁ ନିବେଦନ କରିବୁ’ ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button