Breaking PLUSଓଡ଼ିଶାମୁଖ୍ୟ ଖବର

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ

ଭୁବନେଶ୍ୱର, 14 ମେ- ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । ପରୀକ୍ଷା ଫଳ ପ୍ରକାଶନ ନେଇ ସମସ୍ତ ପ୍ରକ୍ରିୟା କରାଯାଉଛି । ଆଶା ଖୁବଶୀଘ୍ର ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ।

Show More

Related Articles

Back to top button