Breaking PLUSଦେଶମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ମୋଦି ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ବୈଠକ

ପହଲଗାମ୍ ଆତଙ୍କୀ ଆକ୍ରମଣକୁ ନେଇ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ଏବଂ ପ୍ରତିରକ୍ଷାମନ୍ତ୍ରୀ ଙ୍କ ମଧ୍ୟରେ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଏହି ବୈଠକ ଅନୁଷ୍ଠିତ ହେଉଛି। ଏନଏସଏ ଅଜିତ୍ ଡୋଭାଲ୍ ଏହି ବୈଠକରେ ଉପସ୍ଥିତ ଥିବା ସୂଚନା ମିଳିଛି।  ପାକ୍ ଉପରେ ବଡ କାର୍ଯ୍ୟାନୁଷ୍ଠାନ ନେଇ ବୈଠକରେ ନିଷ୍ପତି ହୋଇପାରେ।

Show More

Related Articles

Back to top button