ଖେଳଦେଶ ବିଦେଶସ୍ୱାସ୍ଥ୍ୟ

ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି

ଶନିବାର ସକାଳେ ଏକ ଜିମ୍‌ରେ ବ୍ୟାୟାମ କରୁଥିବା ସମୟରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କଲକାତାର ଉଡ୍‌ଲାଣ୍ଡ୍‌ସ ମଲ୍‌ଟି ସ୍ପେଶାଲିଟି ହସ୍ପିଟାଲକୁ ନିଆଯାଇଥିଲା।

ଆଞ୍ଜିଓପ୍ଲାଷ୍ଟି ପରେ ତାଙ୍କ ହୃଦପିଣ୍ଡରେ ତିନୋଟି ବ୍ଲକେଜ ଥିବା ଜଣାପଡ଼ିଛି। ଆଜି ପ୍ରଧାନମନ୍ତ୍ରୀ ମୋଦି ସୌରଭଙ୍କ ସହ ସକାଳେ କଥା ହୋଇଥିଲେ ପରେ ଗାଙ୍ଗୁଲିଙ୍କ ସ୍ତ୍ରୀ ଡୋନା ଗାଙ୍ଗୁଲିଙ୍କ ସହ ଫୋନରେ କଥା ହୋଇଛନ୍ତି। ଏଥିସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Show More

Related Articles

Back to top button