Breaking PLUSଦେଶମୁଖ୍ୟ ଖବର

ଭାଇ ଦୁଜର ଶୁଭେଚ୍ଛା ଜଣାଇଲେ ପିଏମ ମୋଦି

ନୂଆଦିଲ୍ଲୀ- ଆଜି ହେଉଛି ଭାଇ ଦୁଜ୍ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ପିଏମ ମୋଦି କହିଛନ୍ତି ଯେ, ଭାଇ-ଭଉଣୀଙ୍କ ପବିତ୍ର ସମ୍ପର୍କର ପ୍ରତୀକ ହେଉଛି ଭାଇ ଦୁଜ । ଏହି ପବିତ୍ର ପର୍ବର ଅବସରରେ ଦେଶର ମୋର ପରିବାର ଲୋକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।

Show More

Related Articles

Back to top button