Breaking PLUSଦେଶମୁଖ୍ୟ ଖବର

ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭକାମନା ଜଣାଇଲେ ପିଏମ ମୋଦି

ନୂଆଦିଲ୍ଲୀ- ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶେହବାଜ ସରିଫ୍‌ ଶପଥ ଗ୍ରହଣ କରିଛନ୍ତି । ଏହି ଅବସରରେ ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ପାକିସ୍ତାନର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଥିବେ ଶେହବାଜ ସରିଫଙ୍କୁ ଶୁଭକାମନା ଜଣାଉଛି ।

Show More

Related Articles

Back to top button