Breaking PLUSଓଡ଼ିଶାମୁଖ୍ୟ ଖବର

ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ପିଏମ ମୋଦି

ନୂଆଦିଲ୍ଲୀ- ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା ! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ ବିଷୟରେ ସ୍ମରଣ କରାଇଥାଏ l ରାଷ୍ଟ୍ରର ପ୍ରଗତିରେ ରାଜ୍ୟର ଉଲ୍ଲେଖନୀୟ ଯୋଗଦାନ ରହିଛି l ମୁଁ ଓଡ଼ିଶାବାସୀଙ୍କ ସଫଳତା ଓ ସମୃଦ୍ଧି କାମନା କରୁଛି l

Show More

Related Articles

Back to top button