Breaking PLUSଓଡ଼ିଶାଦେଶମୁଖ୍ୟ ଖବରରାଜନୀତି

କାଲି ଓଡ଼ିଶା ଆସୁଛନ୍ତି ପିଏମ ମୋଦି

ଭୁବନେଶ୍ୱର- କାଲି ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାତି ସାଢେ ୯ଟାରେ ଭୁବନେଶ୍ୱରରେ ପହଞ୍ଚିବେ। ରାତିରେ ଭୁବନେଶ୍ୱରରେ ରହିବେ। ସୋମବାର ବ୍ରହ୍ମପୁର ଓ ନବରଙ୍ଗପୁରରେ ପ୍ରଧାନମନ୍ତ୍ରୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ଶନିବାର ସୂଚନା ମିଳିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button