Breaking PLUSଦେଶମୁଖ୍ୟ ଖବର

ତିନି ସେନା ମୁଖ୍ୟଙ୍କ ସହ ପିଏମ ମୋଦିଙ୍କ ବୈଠକ

ନୂଆଦିଲ୍ଲୀ: ଅପରେସନ୍ ସିନ୍ଦୂରକୁ ନେଇ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଅସ୍ତ୍ର ବିରତି ପରେ ୩ ସେନା ମୁଖ୍ୟଙ୍କ ସହ ଆଲୋଚନା କରୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ବୈଠକରେ ସିଡିଏସ୍ ଅନୀଲ ଚୌହାନ୍ , ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ୍  ପ୍ରମୂଖ ସାମିଲ ହୋଇଛନ୍ତି।

Show More

Related Articles

Back to top button