Breaking PLUSଦେଶମୁଖ୍ୟ ଖବରସ୍ୱତନ୍ତ୍ର

ଭଗବାନ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପିଏମ ମୋଦି

ନୂଆଦିଲ୍ଲୀ- ଆଜି ହେଉଛି ଭଗବାନ ବିର୍ସାମୁଣ୍ଡାଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କର ସ୍ମରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।
ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ଭଗବାନ ବିର୍ସା ମୁଣ୍ଡାଜୀଙ୍କୁ ତାଙ୍କ ଜୟନ୍ତୀ ଅବସରରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଉଛି । ଦେଶରେ ଥିବା ମୋର ପରିବାର ଲୋକଙ୍କୁ ଏହି ବିଶେଷ ଅବସର ସହିତ ଜଡିତ ଜନଜାତୀୟ ଗୌରବ ଦିବସର ଅନେକ ଅନେକ ଶୁଭେଚ୍ଛା ଜଣାଉଛି ।

Show More

Related Articles

Back to top button