Breaking PLUSଦେଶମୁଖ୍ୟ ଖବର

ନେତାଜୀଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କଲେ ପିଏମ ମୋଦି

ନୂଆଦିଲ୍ଲୀ, 23 ଜାନୁୟାରୀ – ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଲୋକସଭା ଅଧ୍ୟକ୍ଷ ଓମ୍ ବିର୍ଲା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସମ୍ବିଧାନ ସଦନରେ ନେତାଜୀଙ୍କୁ ପୁଷ୍ପାଞ୍ଜଳି ଅର୍ପଣ କରିଛନ୍ତି ।
ଏହି ଅବସରରେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ, ବୈଦେଶିକମନ୍ତ୍ରୀ ଏସ.ଜୟଶଙ୍କର, କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ, ଆଇନ ମନ୍ତ୍ରୀ ଅର୍ଜୁନ ମେଘୱାଲ, କିରଣ ରିଜଜୁ, ଭିକେ ସିଂହ ପ୍ରମୁଖ ଉପସ୍ଥିତ ଥିଲେ ।

Show More

Related Articles

Back to top button