Breaking PLUSଦେଶମୁଖ୍ୟ ଖବରରାଜନୀତି

ଅଯୋଧ୍ୟାରେ ରାମଲଲାଙ୍କ ଦର୍ଶନ କଲେ ପିଏମ ମୋଦି

ଅଯୋଧ୍ୟା- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’ ୨୦ରେ ଅଯୋଧ୍ୟାରେ ମତଦାନ ଅନୁଷ୍ଠିତ ହେବ। ଏହାପୂର୍ବରୁ, ସେ ଇଟାୱାଠାରେ ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରିବାବେଳେ ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button